ARTICLE AD BOX
18th BRICS Summit: State-Of-The-Art International Media Centre Setup At Bharat Mandapam | Argus News ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଆସନ୍ତା ସେପ୍ଟେମ୍ବର ୧୨ ରୁ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ବିଶ୍ୱର ବିଭିନ୍ନ ଦେଶରୁ ଆସୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ସୁବିଧା ନିମନ୍ତେ ଭାରତ ମଣ୍ଡପମ ପରିସରରେ ଏକ ଅତ୍ୟାଧୁନିକ ‘ଆନ୍ତର୍ଜାତୀୟ ଗଣମାଧ୍ୟମ କେନ୍ଦ୍ର’ (IMC) ପ୍ରତିଷ୍ଠା କରାଯାଇଛି, ଯେଉଁଠାରେ ହାଇ-ସ୍ପିଡ୍ ଇଣ୍ଟରନେଟ୍, ୱାର୍କଷ୍ଟେସନ୍ ଓ ପ୍ରେସ୍ ବ୍ରିଫିଂ ରୁମ୍ ଭଳି ବିଶ୍ୱସ୍ତରୀୟ ସୁବିଧା ଉପଲବ୍ଧ ହୋଇଛି। ଏହି କେନ୍ଦ୍ର ଜରିଆରେ ବ୍ରିକ୍ସ ସମ୍ମିଳନୀର ପ୍ରତିଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଦ୍ୱିପାକ୍ଷିକ ବୈଠକ ଓ ପ୍ରମୁଖ ଘଟଣାବଳୀ ସଠିକ୍ ଭାବେ ବିଶ୍ୱ ଦରବାରରେ ପହଞ୍ଚିପାରିବ। #BRICSSummit #BharatMandapam #InternationalMediaCentre #DelhiBRICS #NewDelhi #GlobalDiplomacy #BRICS2026 #WorldNews #MediaCenter #PressBriefing #DiplomaticSummit #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

6 days ago
6


