ARTICLE AD BOX
2000-Year-Old Ancient Civilization In Bargarh: Dharmendra Pradhan's Big Move For Asuragarh | Argus News ଅସୁରଗଡ଼ର ବିକାଶ ପାଇଁ ବହୁ ପୂର୍ବରୁ ଉଦ୍ୟମ ଚଳାଇଛନ୍ତି ସମ୍ବଲପୁର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଗତ 2022 ମସିହା ଜୁନ 18ରେ ସେ ଏନେଇ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଚଠି ଲେଖିଥିଲେ । ବରଗଡ଼ର ୨ ହଜାର ବର୍ଷ ପ୍ରାଚୀନ ସଭ୍ୟତାର ପୁନରୁଦ୍ଧାର ଓ ସଂରକ୍ଷଣ ପାଇଁ ଏଏସଆଇକୁ ଦାୟିତ୍ୱ ଦେବାକୁ ଅନୁରୋଧ କରିଥିଲେ ଧର୍ମେନ୍ଦ୍ର ପ୍ରଧାନ । A massive breakthrough in Odisha's archaeology! Sambalpur MP Dharmendra Pradhan has been spearheading the efforts to preserve the 2,000-year-old ancient civilization discovered at Asuragarh in Bargarh district. Since 2022, he has been in constant touch with the Ministry of Culture, urging the ASI to take over the excavation and preservation of this historic 17-hectare site. Initially discovered by Gangadhar Meher University, the findings reveal signs of a flourishing ancient trade center. This project aims to uncover and protect Odisha's rich urban history for future generations. #AsuragarhHeritage #DharmendraPradhan #OdishaHistory #BargarhNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 week ago
7


