ARTICLE AD BOX
3 Life Convicts Released From Jharpada Jail For Good Behavior; 19 Prisoners Freed In Odisha | Argus News ଭଲ କାମ ଓ ଉତ୍ତମ ବ୍ୟବହାର ପାଇଁ ମୁକୁଳିଲେ କଏଦୀ। ଭୁବନେଶ୍ୱର ଝାରପଡ଼ା ଜେଲରୁ ହତ୍ୟା ମାମଲାରେ ଆଜୀବନ ସଜା ଭୋଗୁଥିବା ୩ ଜଣ କଏଦୀଙ୍କୁ ମୁକ୍ତ କରାଯାଇଛି। ସରକାରଙ୍କ ୨୦୨୨ର ସମୟ ପୂର୍ବରୁ ଖଲାସ ନୀତି ଅନୁଯାୟୀ ଏହି ନିଷ୍ପତ୍ତି ନିଆଯାଇଛି। ସାରା ରାଜ୍ୟରୁ ମୋଟ ୧୯ ଜଣ କଏଦୀ ମୁକ୍ତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩ ଜଣ ଝାରପଡ଼ା ଜେଲରୁ ମୁକୁଳିଛନ୍ତି। In a significant reformative move, three life convicts were released from Jharpada Special Jail in Bhubaneswar for their exemplary conduct and good behavior. The released prisoners—Ratan Ghosh from Jatni, Surendranath Bhol from Balipatna, and Bipin Bihari Baral from Nuagaon—were serving life sentences in murder cases. #JharpadaJail #PrisonReform #OdishaNews #ConvictRelease #GoodBehavior #Bhubaneswar #PrisonersFreedom #LifeConvicts #OdishaJails #LatestUpdate #OdishaNews #OdiaNews #BreakingNews #ArgusNews ---- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

11 hours ago
1


