Accident: ଉତ୍ତରକାଶୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୪ ମୃତ

21 minutes ago 1
ARTICLE AD BOX

ଉତ୍ତରାଖଣ୍ଡର ଉତ୍ତରକାଶୀରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗଙ୍ଗୋତ୍ରୀ ରାଜପଥରେ ଏକ ଇନୋଭା କାର ଭାରସାମ୍ୟ ହରାଇ ନଦୀକୁ ଖସିପଡ଼ିଛି। ଏହି ଦୁର୍ଘଟଣାରେ ଏଯାବତ୍‌ ଚାରି ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

 ଉତ୍ତରକାଶୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୪ ମୃତ

ଡେରାଡୁନ୍‌:ଉତ୍ତରାଖଣ୍ଡର ଉତ୍ତରକାଶୀରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗଙ୍ଗୋତ୍ରୀ ରାଜପଥରେ ଏକ ଇନୋଭା କାର ଭାରସାମ୍ୟ ହରାଇ ନଦୀକୁ ଖସିପଡ଼ିଛି। ଏହି ଦୁର୍ଘଟଣାରେ ଏଯାବତ୍‌ ଚାରି ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅନ୍ୟ ଜଣେ ଗୁରୁତର ଆହତ ହୋଇଥିବାବେଳେ ଆଉ ଦୁଇ ଜଣ ନିଖୋଜ ଥିବା ଆଶଙ୍କା କରାଯାଉଛି। ଘଟଣାସ୍ଥଳରେ ଉଦ୍ଧାରକାର୍ଯ୍ୟ ଜାରି ରହିଛି।

SDRF missing: ମତ୍ସ୍ୟଜୀବୀଙ୍କୁ ଉଦ୍ଧାର ବେଳେ ଓଲଟିଲା ୨ଏସ୍‌ଡିଆରଏଫ୍‌ ଡଙ୍ଗା

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.