Accident: ବାଲିଗୁଡ଼ା ମହାସିଙ୍ଗରେ ଅଜଣା ଗାଡ଼ି ଧକ୍କାରେ ତିନି ମୃତ

1 month ago 13
ARTICLE AD BOX

ମହାସିଙ୍ଗ ନିକଟସ୍ତ ଗେଗୁରପଦର ନିକଟରେ ଅଜଣା ଗାଡ଼ି ଏକ ବାଇକକୁ ଧକ୍କା ଦେବା ଫଳରେ ବାଇକରେ ଆସୁଥିବା ତିନି ଜଣଙ୍କ ମଧ୍ୟରୁ ଦୁଇ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇ ଥିବାବେଳେ ଜଣଙ୍କୁ ଗୁରୁତର ଅବସ୍ଥାରେ ଅଗ୍ନିଶମ ବାହିନୀ ବାଲିଗୁଡ଼ା ଉପଖଣ୍ଡ ହସ୍ପିଟାଲକୁ ଆଣିଥିଲେ

 (sambad.in) first death due to sun stroke at sambalpur Photograph: (sambad.in)

ବାଲିଗୁଡା: କନ୍ଧମାଳଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗରେ ଗତକଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ତିନିଜଣଙ୍କ ଜୀବନ ଚାଲିଯାଇଛି | ମିଳିଥିବା ସୂଚନା ମୁତାବକ ମହାସିଙ୍ଗ ନିକଟସ୍ତ ଗେଗୁରପଦର ନିକଟରେ ଅଜଣା ଗାଡ଼ି ଏକ ବାଇକକୁ ଧକ୍କା ଦେବା ଫଳରେ ବାଇକରେ ଆସୁଥିବା ତିନି ଜଣଙ୍କ ମଧ୍ୟରୁ ଦୁଇ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇ ଥିବାବେଳେ ଜଣଙ୍କୁ ଗୁରୁତର ଅବସ୍ଥାରେ ଅଗ୍ନିଶମ ବାହିନୀ ବାଲିଗୁଡ଼ା ଉପଖଣ୍ଡ ହସ୍ପିଟାଲକୁ ଆଣିଥିଲେ । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ମୃତକଙ୍କ ପରିଚୟ ମିଳିପାରି ନାହିଁ ।

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.