ARTICLE AD BOX
ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଉଥିବା ପ୍ରଥମ ଟି୨୦ ମ୍ୟାଚ୍ରେ ଭାରତୀୟ ବୋଲର ଭଲ ପ୍ରଦର୍ଶନ କରିଛନ୍ତି। ଅଜମାତୁଲ୍ଲାହ ଓମରଜଇଙ୍କ ଅର୍ଦ୍ଧଶତକ ବଳରେ ଆଫଗାନିସ୍ତାନ ନିର୍ଦ୍ଧାରିତ ୨୦ ଓଭରରେ ୮ଟି ୱିକେଟ୍ ହରାଇ ୧୫୬ ରନ୍ ସଂଗ୍ରହ କରିଛି। ଫଳରେ ଭାରତକୁ ୧୫୭ ରନ୍ର ଲକ୍ଷ୍ୟ ମିଳିଛି।
/sambad/media/media_files/2026/09/13/screenshot-2026-09-13-201509-2026-09-13-21-23-44.jpg)
ନୂଆଦିଲ୍ଲୀ: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଉଥିବା ପ୍ରଥମ ଟି୨୦ ମ୍ୟାଚ୍ରେ ଭାରତୀୟ ବୋଲର ଭଲ ପ୍ରଦର୍ଶନ କରିଛନ୍ତି। ଅଜମାତୁଲ୍ଲାହ ଓମରଜଇଙ୍କ ଅର୍ଦ୍ଧଶତକ ବଳରେ ଆଫଗାନିସ୍ତାନ ନିର୍ଦ୍ଧାରିତ ୨୦ ଓଭରରେ ୮ଟି ୱିକେଟ୍ ହରାଇ ୧୫୬ ରନ୍ ସଂଗ୍ରହ କରିଛି। ଫଳରେ ଭାରତକୁ ୧୫୭ ରନ୍ର ଲକ୍ଷ୍ୟ ମିଳିଛି।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

4 days ago
5


