ARTICLE AD BOX
ajpur Flood Victims In Fear As Rain Continues | Breach Repair Work Delayed In Kani River | Argus News ଯାଜପୁର ଜିଲ୍ଲାରେ ବନ୍ୟା ଜଳସ୍ତର କମିଥିଲେ ମଧ୍ୟ ବିପନ୍ନଙ୍କ ଦୁଃଖ କମିବାର ନାଁ ନେଉନାହିଁ। ଏହାରି ମଧ୍ୟରେ ପୁଣିଥରେ ବର୍ଷା ଡରାଇଲାଣି। ଲଘୁଚାପ ପ୍ରଭାବରେ ଜିଲ୍ଲାରେ ବର୍ଷା ଜାରି ରହିଥିବାବେଳେ ଉପରମୁଣ୍ଡରେ ଲଗାଣ ବର୍ଷା ଲାଗିରହିଲେ ବୈତରଣୀ ନଦୀରେ ପୁଣି ବନ୍ୟା ଆସିବାର ଆଶଙ୍କା ସୃଷ୍ଟି ହୋଇଛି।ପାଣି କମିବା ପରେ ପୂର୍ବ ବନ୍ୟା ସମୟରେ ତରପଦା ପଞ୍ଚାୟତ ଡୋଭାବିଲ ପାଟଣା ନିକଟରେ କାଣୀ ନଦୀବନ୍ଧରେ ସୃଷ୍ଟି ହୋଇଥିବା ଘାଇ ଏପର୍ଯ୍ୟନ୍ତ ମରାମତି ହୋଇପାରିନାହିଁ। Even though the water level has receded in Jajpur district, the miseries of flood victims are far from over. Fresh rainfall due to a low-pressure system has sparked fears of another flood in the Baitarani river. Residents of Tarapada Panchayat, especially near Dovabil Patna, are in deep concern as the breach in the Kani river embankment remains unrepaired. The slow pace of repair work has left the locals vulnerable to potential flooding. Watch this ground report from Argus News on the current flood situation in Jajpur and the challenges faced by the common people. #Jajpur #OdishaFlood #Baitarani #RainAlert #FloodVulnerability #KaniRiver #OdishaWeather #LowPressure #LocalIssues #JajpurNews #OdishaCalamity #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

2 weeks ago
6


