ARTICLE AD BOX
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ନଭେମ୍ବର ୨୮ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ପୂର୍ତ୍ତ, ଅବକାରୀ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।
Amit Shah Likely to Visit Odisha on November 28 Photograph: (credit : @AmitShah)ଭୁବନେଶ୍ବର: ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଆସନ୍ତା ୨୮ ତାରିଖରେଦିନିକିଆଓଡ଼ିଶାଗସ୍ତରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଗୃହ ମନ୍ତ୍ରୀ ଅମିତ ଶାହ ଓଡ଼ିଶା ଆସିପାରନ୍ତି। ସେ ଉଭୟ ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମରେ ସାମିଲ୍ ହୋଇପାରନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ପୂର୍ତ୍ତ, ଅବକାରୀ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।
ଗସ୍ତ ସୂଚୀ ଏଯାଏ ଆସିନାହିଁ
ତେବେ ଗୃହ ମନ୍ତ୍ରୀ ଅମିତ ଶାହଙ୍କର ଗସ୍ତ ସୂଚୀ ଏଯାଏ ଆସିନାହିଁ କି ସେ କେଉଁସବୁ କାର୍ଯ୍ୟକ୍ରମରେ ଯୋଗ ଦେବେ ତାହା ସ୍ପଷ୍ଟ ହୋଇନାହିଁ।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

3 days ago
4


