Arrested: ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ ବିଶ୍ୱାଳ ଗିରଫ

17 minutes ago 1
ARTICLE AD BOX

ସହକର୍ମୀ ଯୁବତୀଙ୍କ ଅଭିଯୋଗ ଆଧାରରେ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ ବିଶ୍ୱାଳଙ୍କୁ ଖାରବେଳ ନଗର ଥାନା ପୁଲିସ ଗିରଫ କରିଛି। ଯୁବତୀ ଜଣକ ତାଙ୍କ ବିରୋଧରେ ଦୁଷ୍କର୍ମ, ଅପହରଣ ଓ ହତ୍ୟା ଅଭିଯୋଗ ଆଣିଥିବା ଜଣାପଡ଼ିଛି।

 (sambad.in) Arun Biswal arrested Photograph: (sambad.in)

ଭୁବନେଶ୍ୱର:ସହକର୍ମୀ ଯୁବତୀଙ୍କ ଅଭିଯୋଗ ଆଧାରରେ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ ବିଶ୍ୱାଳଙ୍କୁ ଖାରବେଳ ନଗର ଥାନା ପୁଲିସ ଗିରଫ କରିଛି। ଯୁବତୀ ଜଣକ ତାଙ୍କ ବିରୋଧରେ ଦୁଷ୍କର୍ମ, ଅପହରଣ ଓ ହତ୍ୟା ଅଭିଯୋଗ ଆଣିଥିବା ଜଣାପଡ଼ିଛି।

ଯୁବତୀଙ୍କ ବୟାନ ରେକର୍ଡ 

ଅଭିଯୋଗ ପରେ ପୁଲିସ ଯୁବତୀଙ୍କ ବୟାନ ରେକର୍ଡ କରିଥିଲା। ଏହାପରେ ଅରୁଣ ବିଶ୍ୱାଳଙ୍କୁ ଗିରଫ କରାଯାଇ ଡାକ୍ତରୀ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଛି। ଘଟଣା ସମ୍ପର୍କରେ ପୁଲିସ ଅଧିକ ତଦନ୍ତ ଜାରି ରଖିଛି।

Scrub Typhus : ସୁନ୍ଦରଗଡ଼ରେ ବଢ଼ୁଛି ସ୍କ୍ରବ୍ ଟାଇଫସ୍ ଚିନ୍ତା: ୮୭୧ ପଜିଟିଭ୍

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.