ARTICLE AD BOX
ATM Looted In Balasore: Thieves Drag Machine Away Using Thar At Khaira | Argus News ବାଲେଶ୍ୱର ଖଇରା ଥାନା ତୁଡ଼ିଗଡିଆ ବଜାରରେ ଏକ ଚାଞ୍ଚଲ୍ୟକର ଲୁଟ୍ ଘଟଣା ସାମ୍ନାକୁ ଆସିଛି। ଦୁର୍ବୃତ୍ତମାନେ ଥାର ଗାଡିରେ ଦୌଡ଼ି ବାନ୍ଧି ଏକ ଏଟିଏମ ମେସିନକୁ ଘୋଷାରି ନେଇ ଲକ୍ଷାଧିକ ଟଙ୍କା ଲୁଟିବା ପରେ ମେସିନକୁ ରାସ୍ତା ମଝିରେ ଛାଡି ଫେରାର ହୋଇଯାଇଛନ୍ତି। In a shocking incident at Tudigadia market in Balasore, miscreants looted lakhs of rupees from an India 1 ATM. The robbers reportedly used a Thar to pull the ATM machine out of the booth and dragged it away. They later abandoned the empty machine in the middle of the road. #Balasore #ATMLoot #Khaira #CrimeNews #Robbery #OdishaCrime #BreakingNews #Loot #ATMRobbery #TharSUV #OdishaNews #OdiaNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

3 weeks ago
11


