ARTICLE AD BOX
Bhadrak Salandi River Embankment Collapses | 100ft Stretch Caved In | Flood Alert | Argus News ଭଦ୍ରକ ଜିଲ୍ଲା ସାଳନ୍ଦୀ ନଦୀର ଦେଉଳପାଳ ଠାରେ ୧୦୦ ଫୁଟରୁ ଅଧିକ ନଦୀ ବନ୍ଧ ଧସିଯିବା ଫଳରେ ବନ୍ୟା ଆଶଙ୍କାରେ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇଥିବା ବେଳେ ଧାମନଗର ବ୍ଲକର କଟସାହି ପଞ୍ଚାୟତରେ ୫୦୦ରୁ ଅଧିକ ଲୋକ ଦୁଇ ଦିନ ହେଲା ଜଳବନ୍ଦୀ ହୋଇ ରହିଛନ୍ତି। ସହିଦ ନଗର ମୁଖ୍ୟ ରାସ୍ତାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଜନଜୀବନ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡ଼ିଛି। The flood situation in Bhadrak has turned critical after a 100-foot stretch of the Salandi river embankment caved in at Deulapal. Continuous heavy rainfall has led to rising water levels in the Salandi, Nalia, Reba, and Kapali rivers, causing severe waterlogging in Dhamnagar block. Over 70 families in Muduli Sahi are currently stranded, with communication to the village completely cut off from the Saheed Nagar main road. Residents are living in fear of a major breach as the embankment continues to weaken. Watch Argus News for the latest updates on the ground situation in Bhadrak. #BhadrakFlood #SalandiRiver #EmbankmentCollapse #Dhamnagar #FloodAlert #OdishaRain #MuduliSahi #Waterlogging #NaturalCalamity #OdishaFloods #RiverBreach #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

6 days ago
3


