ARTICLE AD BOX
Big Gift For Farmers: PM-Kisan Extended For 5 More Years | Cabinet Approves ₹4.5 Lakh Cr Projects | Argus News ଚାଷୀ ଭାଇଙ୍କ ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଉପହାର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ପିଏମ୍ କିଷାନ (PM Kisan) ଯୋଜନାର ଅବଧିକୁ ଆହୁରି ୫ ବର୍ଷ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହା ସହ ଶକ୍ତି ସୁରକ୍ଷା ପାଇଁ 'ସମୁଦ୍ର ମନ୍ଥନ' ଏବଂ ଅକ୍ଷୟ ଶକ୍ତି ପାଇଁ 'ସୂର୍ଯ୍ୟ ସରୋବର' ଯୋଜନା ଭଳି ମୋଟ ୪.୫ ଲକ୍ଷ କୋଟି ଟଙ୍କାର ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ସରକାରଙ୍କ ଏହି ଐତିହାସିକ ପଦକ୍ଷେପ ଦେଶର ବିକାଶ ଧାରାକୁ ଆହୁରି ମଜବୁତ କରିବ। In a landmark decision, the Union Cabinet chaired by PM Narendra Modi has approved major projects worth ₹4.5 lakh crore across agriculture, renewable energy, and defense sectors. The PM-Kisan Samman Nidhi scheme has been extended for another five years (2026-27 to 2030-31) with an outlay of ₹3.15 lakh crore. Additionally, the 'Samudra Manthan' scheme for offshore exploration and 'PM Surya Sarovar' for floating solar projects have been launched. The cabinet also gave its nod to the next phase of the Khelo India Mission. Watch this video to know how these decisions will impact India's growth and benefit millions of farmers. #PMKisanExtension #CabinetDecision #ModiSarkar #FarmersWelfare #SamudraManthan #PMSuryaSarovar #RenewableEnergy #KheloIndia #AgriculturalGrowth #EconomicBoost #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

3 days ago
2


