ARTICLE AD BOX
Big Update For Vehicle Owners: E-Challan For Expired PUCC & Insurance Via E-Detection | Argus News ଗାଡ଼ି ମାଲିକଙ୍କ ପାଇଁ ବଡ଼ ଖବର । PUCC ଓ ଇନସ୍ୟୁରାନ୍ସ ନଥିଲେ ଆଉ ଖସିପାରିବେନି ଗାଡି ମାଲିକ । ଇ- ଡିଟେକ୍ସନରେ ଧରାପଡ଼ିବ ଗାଡ଼ି । କଟିବ ଇ-ଚାଲାଣ । ଇ- ଡିଟେକ୍ସନ ବ୍ୟବସ୍ଥା ମାଧ୍ୟମରେ ଯାନବାହନ ଯାଞ୍ଚ କରି ଇ-ଚାଲାଣ କାଟିବାକୁ ପରିବହନ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଓଡ଼ିଶାରେ ଇ-ଡିଟେକ୍ସନ ବ୍ୟବସ୍ଥା ଟୋଲ୍ ପ୍ଲାଜା ତଥ୍ୟ ଓ VAHAN ଡାଟାବେସ୍ ସହ ସମନ୍ୱୟ କରି ଏଭଳି ଗାଡ଼ିକୁ ଚିହ୍ନଟ କରାଯାଉଛି । Important news for all vehicle owners in Odisha! The Transport Department has intensified its crackdown on vehicles without valid PUCC and Insurance. Using the advanced E-Detection system integrated with toll plazas and the VAHAN database, non-compliant vehicles will now be automatically identified and issued E-Challans. #OdishaTransport #EChallan #VehicleRules #TrafficUpdate #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 week ago
8


