ARTICLE AD BOX
ଲଗାଣ ବର୍ଷାରେ ଭାଙ୍ଗିଗଲା ପୋଲ। ଦଶପଲ୍ଲା ବ୍ଲକ ଘୋଳାହାଣ୍ଡି ପଞ୍ଚାୟତର ଆଦିବାସୀ ବହୁଳ ନାରଦିଗୋଛା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଫଳରେ ଗ୍ରାମବାସୀଙ୍କ ଯାତାୟତ ସମ୍ପୂର୍ଣ୍ଣ ଠପ୍ ହୋଇ ପଡିଛି ।
Bridge collapsed Photograph: (sambad.in)ଦଶପଲ୍ଲା: ଲଗାଣ ବର୍ଷାରେ ଭାଙ୍ଗିଗଲା ପୋଲ। ଦଶପଲ୍ଲା ବ୍ଲକ ଘୋଳାହାଣ୍ଡି ପଞ୍ଚାୟତର ଆଦିବାସୀ ବହୁଳ ନାରଦିଗୋଛା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଫଳରେ ଗ୍ରାମବାସୀଙ୍କ ଯାତାୟତ ସମ୍ପୂର୍ଣ୍ଣ ଠପ୍ ହୋଇ ପଡିଛି । ଏହି ରାସ୍ତାଦେଇ ୩/୪ ଟି ଗ୍ରାମର ଅଧିବାସୀ ଯାତାୟତ କରିଥାନ୍ତି।
ବ୍ଲକ ସମ୍ମୁଖରେ ଧାରଣା
ପୂର୍ବରୁ ପୋଲଟି ଅସୁରକ୍ଷିତ ଅବସ୍ଥାରେ ରହିବା ସହ ଅଧା ଭାଙ୍ଗିଥିଲା । ଏହି ପୋଲ ଓ ରାସ୍ତା ପାଇଁ ଗତ ବର୍ଷ ଗ୍ରାମବାସୀ ବ୍ଲକ ସମ୍ମୁଖରେ ଧାରଣା ଦେଇଥିଲେ। ହେଲେ ବ୍ଲକ ପ୍ରଶାସନ ଦେଇଥିବା ପ୍ରତିଶ୍ରୁତି ଏଯାଏ କାର୍ଯ୍ୟକାରୀ ହୋଇ ପାରିନି।
Baitarani River: ବଢ଼ୁଛି ଆଖୁଆପଦାଠାରେ ବୈତରଣୀ ନଦୀର ଜଳସ୍ତର, ଲୋକଙ୍କୁ ସତର୍କ କରୁଛି ପ୍ରଶାସନ
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

4 weeks ago
13


