Bus Accident: ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଲା ବସ୍

2 weeks ago 6
ARTICLE AD BOX

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଲା ବସ୍। ଏଭଳି ଏକ ଘଟଣା ଆଜି ଦିନ ୧୨ଟାରେ ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର କଡେଇ ଛକ ନିକଟରେ ଘଟିଛି। ବସଟି କଟକରୁ ବାରିପଦା ଅଭିମୁଖେ ଯାଉଥିଲା।

 (sambad.in) A bus lost control and overturned on the road. Photograph: (sambad.in)

ବାଲିଚନ୍ଦ୍ରପୁର: ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଲା ବସ୍। ଏଭଳି ଏକ ଘଟଣା ଆଜି ଦିନ ୧୨ଟାରେ ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର କଡେଇ ଛକ ନିକଟରେ ଘଟିଛି। ବସଟି କଟକରୁ ବାରିପଦା ଅଭିମୁଖେ ଯାଉଥିଲା।

ବହୁ ଯାତ୍ରୀ ଆହତ

ଦୁର୍ଘଟଣା ସମ୍ପର୍କରେ ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ବଡ଼ଚଣା ଥାନା ପୁଲିସ ଓ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ଘଟଣା ସ୍ଥଳକୁ ଆସି ବସ ଭିତରୁ ଆହତ ଯାତ୍ରୀମାନଙ୍କୁ ବାହାର କରି ବଡ଼ଚଣା ମେଡ଼ିକାଲରେ ଭର୍ତ୍ତି କରିଥିଲେ। ଏହି ଦୁର୍ଘଟଣାରେ ବହୁ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି।

Congress: ରାଉରକେଲା ସର୍କିଟ ହାଉସ ବନ୍ଧୁକ ଜବତ ଘଟଣା: କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଇସ୍ତଫା ଦାବି କଲା କଂଗ୍ରେସ

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.