ARTICLE AD BOX
ଛାତ୍ରଛାତ୍ରୀ, ଅଭିଭାବକ ଏବଂ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ପାଇଁ ବଡ଼ ଖବର ଆସିଛି। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପକ୍ଷରୁ ଦଶମ ଏବଂ ଦ୍ବାଦଶ ବାର୍ଷିକ ପରୀକ୍ଷା ୨୦୨୭ ପାଇଁ ସୂଚୀ ଜାରି କରାଯାଇଛି।
/sambad/media/media_files/2026/11/06/untitled-44-2026-11-06-20-03-06.jpeg)
ନୂଆଦିଲ୍ଲୀ: ଛାତ୍ରଛାତ୍ରୀ, ଅଭିଭାବକ ଏବଂ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ପାଇଁ ବଡ଼ ଖବର ଆସିଛି। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପକ୍ଷରୁ ଦଶମ ଏବଂ ଦ୍ବାଦଶ ବାର୍ଷିକ ପରୀକ୍ଷା ୨୦୨୭ ପାଇଁ ସୂଚୀ ଜାରି କରାଯାଇଛି। ଏଥିରେ କୁହାଯାଇଛି ଯେ, ଦଶମ ଏବଂ ଦ୍ବାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ୨୦୨୭ ଫେବ୍ରୁଆରି ୧୬ ତାରିଖ ଠାରୁ ଆରମ୍ଭ ହେବ।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

45 minutes ago
1


