CM Grivence: ଅଗଷ୍ଟ ପହିଲାରେ ହେବାକୁ ଥିବା ଜନଅଭିଯୋଗ ଶୁଣାଣି ବନ୍ଦ ରହିବ

2 days ago 1
ARTICLE AD BOX

ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ତା-୦୩.୦୮.୨୦୨୬ ରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l

 ଅଗଷ୍ଟ ପହିଲାରେ ହେବାକୁ ଥିବା ଜନଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର: ଆସନ୍ତା ସୋମବାର ଅଗଷ୍ଟ ୩ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ତା-୦୩.୦୮.୨୦୨୬ ରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.