ARTICLE AD BOX
CRPF Jawan Sui*ide Mystery: Wife Arrested For Mental Torture & Love Triangle | Argus News ବାଲିଗୁଡ଼ା CRPF ଯବାନ ଅଶୋକ ବେହେରାଙ୍କ ଆତ୍ମହତ୍ୟା ଘଟଣାରେ ନୂଆ ମୋଡ଼: ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ପତ୍ନୀ ସ୍ନେହଲତାଙ୍କୁ ଗିରଫ କଲା ପୋଲିସ। ତ୍ରିକୋଣୀୟ ପ୍ରେମ ଓ ମାନସିକ ନିର୍ଯାତନା ପାଇଁ ଯବାନ ଜଣକ ଆତ୍ମହତ୍ୟା କରିଥିବା ସନ୍ଦେହ; ଅଭିଯୁକ୍ତ ପୁରୁଷ ବନ୍ଧୁ ମଧ୍ୟ ଜଣେ CRPF ଯବାନ। Baliguda Police arrested Snehalata Behera, the wife of late CRPF Jawan Ashok Kumar Behera, following allegations of mental and physical torture by his family. The investigation suggests a tragic love triangle involving another CRPF jawan, which reportedly led Ashok to take his own life by consuming poison. #Baliguda #CRPFJawan #SuicideMystery #CrimeNews #LoveTriangle #JusticeForAshok #OdishaPolice #Kandha ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

3 weeks ago
13


