ARTICLE AD BOX
Cuttack Flood: Collector Reviews Preparedness; Next 48 Hours Critical For District | Argus News କଟକ ଜିଲ୍ଲାରେ ସମ୍ଭାବ୍ୟ ବନ୍ୟା ସ୍ଥିତିକୁ ନେଇ ଜିଲ୍ଲାପାଳଙ୍କ ହାଇଲେଭଲ ମିଟିଂ; ଆଗାମୀ ୪୮ ଘଣ୍ଟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିବାରୁ ସମସ୍ତ ଅଧିକାରୀଙ୍କୁ ହାଇଆଲର୍ଟ। ମୁଣ୍ଡଳୀରେ ୮ ଲକ୍ଷରୁ ଅଧିକ କ୍ୟୁସେକ୍ ଜଳ ପ୍ରବାହିତ ହେଉଥିବା ବେଳେ ଆହୁରି ପାଣି ବଢ଼ିବା ସମ୍ଭାବନା, ନଦୀକୂଳିଆ ଲୋକଙ୍କୁ ସତର୍କ କଲା ପ୍ରଶାସନ। Cuttack District Collector has reviewed the flood preparedness as the water inflow at Mundali crossed 8.20 lakh cusecs. With an additional 1.5 lakh cusecs expected, the next 48 hours are critical. Officials have been directed to maintain a constant vigil on river embankments and low-lying areas. #CuttackFlood #MundaliBarrage #MahanadiFlood #OdishaFloodUpdate #CuttackCollector #FloodAlert #MonsoonOdisha #RiverSafety #OdishaNews #OdiaNews #BreakingNews #ArgusNews #DisasterManagement ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

5 days ago
4


