ARTICLE AD BOX
ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପୁଣି ଅଘଟଣ ଘଟିଛି। ପାଇଖାନା ଟାଙ୍କିର ସେଣ୍ଟ୍ରିଂ ଖୋଲିବା ସମୟରେ ତିନି ଜଣ ଲୋକ ଶ୍ବାସରୁଦ୍ଧ ହୋଇ ପ୍ରାଣ ହରାଇଛନ୍ତି। ରାୟଗଡ଼ା ଜିଲ୍ଲା ଗୁଣୁପୁର ଥାନା ଅଞ୍ଚଳରେ ଏହି ଅଘଟଣ ଘଟିଛି।
/sambad/media/media_files/2026/09/09/new-project-2026-09-09-17-19-33.jpg)
ଗୁଣୁପୁର: ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପୁଣି ଅଘଟଣ ଘଟିଛି। ପାଇଖାନା ଟାଙ୍କିର ସେଣ୍ଟ୍ରିଂ ଖୋଲିବା ସମୟରେ ତିନି ଜଣ ଲୋକ ଶ୍ବାସରୁଦ୍ଧ ହୋଇ ପ୍ରାଣ ହରାଇଛନ୍ତି। ରାୟଗଡ଼ା ଜିଲ୍ଲା ଗୁଣୁପୁର ଥାନା ଅଞ୍ଚଳରେ ଏହି ଅଘଟଣ ଘଟିଛି। ଗୁଲୁଗୁଡ଼ା ପଞ୍ଚାୟତ ତାରପାଗୁଡ଼ା ଗାଁରେ ଜୀବଜଗତପୁର ଗାଁର ୩ଜଣ ବାସିନ୍ଦାଙ୍କର ମୃତ୍ୟୁ ଘଟିଛି।
Toilet tank: ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ମୃତ
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 week ago
8


