Dead: ସୋର ରେଳ ଷ୍ଟେସନ ନିକଟରୁ ବୃଦ୍ଧଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର, ଟ୍ରେନ୍ ଧକ୍କା ସନ୍ଦେହ

3 days ago 5
ARTICLE AD BOX

ସୋର ରେଳ ଷ୍ଟେସନର ଅନତି ଦୂର ଲିଙ୍ଗପଡା ଫାଟକ ନିକଟରେ ଜଣେ ବୃଦ୍ଧଙ୍କ ଖଣ୍ଡବିଖଣ୍ଡିତ ମୃତ ଦେହ ରେଳ ଧାରଣାରୁ ଉଦ୍ଧାର କରାଯାଇଛି। ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ ଗତକାଲି ରାତିରେ କୌଣସି ଏକ ଟ୍ରେନ ଧକ୍କାରେ ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।

 (Sambad.in) Unidentified Elderly Man Found Dead on Railway Tracks Near Soro Station Photograph: (Sambad.in)

ସୋର: ସୋର ରେଳ ଷ୍ଟେସନର ଅନତି ଦୂର ଲିଙ୍ଗପଡା ଫାଟକ ନିକଟରେ ଜଣେ ବୃଦ୍ଧଙ୍କ ଖଣ୍ଡବିଖଣ୍ଡିତ ମୃତ ଦେହ ରେଳ ଧାରଣାରୁ ଉଦ୍ଧାର କରାଯାଇଛି। ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ ଗତକାଲି ରାତିରେ କୌଣସି ଏକ ଟ୍ରେନ ଧକ୍କାରେ ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।

ଖବର ପାଇ ସୋର ଆରପିଏଫ ଓ ବାଲେଶ୍ୱର ଜିଆରପି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ନେଇଥିବା ଜଣାପଡିଛି।

Fire: ବନ୍ଦ ଘରେ ଶୋଇଥିବାବେଳେ ନିଆଁରେ ପୋଡ଼ି ବାପା ମୃତ, ଅଳ୍ପକେ ବର୍ତ୍ତିଲେ ପୁଅ

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.