ARTICLE AD BOX
ନବରଙ୍ଗପୁର ଜିଲ୍ଲା ତହରା ଗ୍ରାମ ପଞ୍ଚାୟତର କେନ୍ଦୁଘାଟ ଗ୍ରାମରେ ଝାଡ଼ାବାନ୍ତି ରୋଗରେ ୨୦ ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଥିବାର ଖବର ମିଳିଛି। ଖାଲି ସେତିକି ନୁହେଁ, ତୃତୀୟ ଶ୍ରେଣୀର ଜଣେ ଛାତ୍ରର ମୃତ୍ୟୁ ହୋଇଛି।
A Class 3 student has also reportedly died. Photograph: (sambad.in)ଉମରକୋଟ: ନବରଙ୍ଗପୁରଜିଲ୍ଲା ତହରା ଗ୍ରାମ ପଞ୍ଚାୟତର କେନ୍ଦୁଘାଟ ଗ୍ରାମରେ ଝାଡ଼ାବାନ୍ତିରୋଗରେ ୨୦ ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଥିବାର ଖବର ମିଳିଛି। ଖାଲି ସେତିକି ନୁହେଁ, ତୃତୀୟ ଶ୍ରେଣୀର ଜଣେ ଛାତ୍ରର ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ୭ ଜଣ ପୂଜାରୀଗୁଡ଼ା ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଖବର ପାଇ ଗାଁରେ ସ୍ୱାସ୍ଥ୍ୟ ବିଭାଗର ଟିମ୍ ପହଞ୍ଚିଥିବା ଜଣାଯାଇଛି।
Life Imprisonment: ଗୁଣିଗାରେଡ଼ି ସନ୍ଦେହରେ ବାପ-ପୁଅଙ୍କୁ ହତ୍ୟା ମାମଲା , ୧୨ ଦୋଷୀଙ୍କୁ ଆଜୀବନ
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

26 minutes ago
1


