Droupadi Murmu In Odisha: ଓଡ଼ିଶାରେ ରାଷ୍ଟ୍ରପତିଙ୍କ ଭବ୍ୟ ସ୍ବାଗତ

4 hours ago 1
ARTICLE AD BOX

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଲା ‌ପରେ ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଫୁଲତୋଡ଼ା ଦେଇ ସ୍ବାଗତ କରିଛନ୍ତି। ଏହି ଅବସରରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏବଂ ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ମେୟର ସୁଲୋଚନା ଦାସ ଉପସ୍ଥିତ ଥିଲେ। ରାଷ୍ଟ୍ରପତି ଏହି ଗସ୍ତ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ।

 ଓଡ଼ିଶାରେ ରାଷ୍ଟ୍ରପତିଙ୍କ ଭବ୍ୟ ସ୍ବାଗତ

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.