ARTICLE AD BOX
Flood Situation Under Control In Odisha; SRC Rajesh Patil Gives Exclusive Update To Argus News ରାଜ୍ୟର ବନ୍ୟା ସ୍ଥିତି ଏବେ ନିୟନ୍ତ୍ରଣରେ ରହିଛି ବୋଲି 'ଅର୍ଗସ୍ ନ୍ୟୁଜ୍'କୁ ସୂଚନା ଦେଇଛନ୍ତି SRC ରାଜେଶ ପ୍ରଭାକର ପାଟିଲ୍। ଯାଜପୁର ଓ ଭଦ୍ରକରେ ବନ୍ୟା ସ୍ଥିତି ଦେଖାଦେଇଥିବା ବେଳେ ବାଲେଶ୍ୱରରେ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ଆନନ୍ଦପୁରରେ ଏକ ଘାଇ ସୃଷ୍ଟି ହୋଇଥିବା ବେଳେ ପ୍ରଭାବିତ ଅଞ୍ଚଳରେ ଉଦ୍ଧାର କାର୍ଯ୍ୟ ପାଇଁ NDRF ଓ ଓଡ୍ରାଫ୍ ଟିମ୍ ମୁତୟନ ହୋଇଛନ୍ତି। ବିପନ୍ନଙ୍କୁ ଶୁଖିଲା ଓ ରନ୍ଧା ଖାଦ୍ୟ ଯୋଗାଇ ଦେବାକୁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି। Odisha Special Relief Commissioner (SRC) Rajesh Prabhakar Patil has informed Argus News that the current flood situation in the state is under control. While Jajpur and Bhadrak are experiencing flood-like conditions, the situation in Balasore remains manageable. A breach has been reported in Anandpur, and senior IAS officers are closely monitoring Jajpur, Bhadrak, and Balasore districts. Water levels in Baitarani and Budhabalanga rivers have risen, but the Jalaka river remains stable. NDRF and ODRAF teams are actively engaged in evacuating people to safer locations, and cooked food is being provided to the victims. Watch the full report for more details. #OdishaFlood #SRCOdisha #FloodUpdate #JajpurNews #BhadrakNews #AnandpurBreach #NDRF #ODRAF #DisasterManagement #BaitaraniRiver #OdishaWeather #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

5 days ago
3


