ARTICLE AD BOX
Former Dhenkanal Collector Sentenced To Jail In 9 Lakh Corruption Case | Argus News ଦୁର୍ନୀତି ମାମଲାରେ ପୂର୍ବତନ ଜିଲ୍ଲାପାଳ ଦୋଷୀ । ପୂର୍ବତନ ଢେଙ୍କାନାଳ ଜିଲ୍ଲାପାଳଙ୍କ ସମେତ ୩ ଜଣ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ପୂର୍ବତନ ଜିଲ୍ଲାପାଳ ନିତ୍ୟାନନ୍ଦ ମହାନ୍ତି, ପୂର୍ବତନ PD-DRDA ସୂର୍ଯ୍ୟନାରାୟଣ ଦାସ ଓ ପରିବହନ ଠିକାଦାର ସତ୍ୟାନନ୍ଦ ବଳସାମନ୍ତ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ପ୍ରାୟ ୯ ଲକ୍ଷ ଟଙ୍କା ସରକାରୀ ଅର୍ଥ ହେରଫେର ଅଭିଯୋଗ ମାମଲାରେ ଦୋଷୀ ସାବ୍ୟସ୍ତ କଲେ କୋର୍ଟ । ଢେଙ୍କାନାଳ ଭିଜିଲାନ୍ସ ସ୍ପେଶାଲ୍ ଜଜ୍ଙ୍କ କୋର୍ଟରେ ଦୋଷୀ ସାବ୍ୟସ୍ତ । ୩ ଦୋଷୀଙ୍କୁ ୧ ବର୍ଷ ଲେଖାଏଁ କଠୋର କାରାଦଣ୍ଡାଦେଶ ଦୋଇଛି । A major legal victory against corruption as the former District Collector of Dhenkanal, Nityananda Mohanty, has been convicted in a financial fraud case. Along with him, the former PD-DRDA Suryanarayan Das and a transport contractor Satyananda Balasamanta have been sentenced to one year of rigorous imprisonment by the Dhenkanal Vigilance Special Judge. The case involves the embezzlement of approximately ₹9 lakh during 2001-02 related to food grain transportation from FCI godowns. Following the verdict, authorities are moving to stop the pensions of the retired officials involved. #DhenkanalCollector #CorruptionVerdict #VigilanceOdisha #IASScam #LegalNews #OdishaJustice #GovernmentFraud #DhenkanalVigilance #IASOfficerJailed #PublicFundTheft #OdishaCrime #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

2 weeks ago
8


