ARTICLE AD BOX
Heroic Rescue by Paradip Marine Police: Man Saved from Drowning in Deep Sea | Argus News ପାରାଦୀପ ମେରାଇନ୍ ପୋଲିସ ଦ୍ୱାରା ସଫଳ ହେଲା ଉଦ୍ଧାର କାର୍ଯ୍ୟ । ପାରାଦୀପ ମେରାଇନ୍ ପୋଲିସ ଥାନା ପକ୍ଷରୁ ସମୁଦ୍ରରେ ପାଟ୍ରୋଲିଂ କରାଯାଉଥିବା ବେଳେ ଜଣେ ବ୍ୟକ୍ତିଙ୍କୁ ସମୁଦ୍ରରେ ବୁଡ଼ିଯାଉଥିବା ଦେଖିବାକୁ ମିଳିଥିଲା। ତୁରନ୍ତ ଏହି ଘଟଣା ସମ୍ପର୍କରେ IICଙ୍କୁ ଅବଗତ କରାଯାଇଥିଲା। ତାଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ସମ୍ପୃକ୍ତ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲା। ଉଦ୍ଧାର ପରେ ବ୍ୟକ୍ତି ଜଣକ କଥା କହିବାକୁ ଅସମର୍ଥ ଥିଲେ ଏବଂ ତାଙ୍କ ପରିଚୟ ସମ୍ପର୍କରେ କୌଣସି ସୂଚନା ମିଳିନଥିଲା। ତାଙ୍କର ଅଧିକ ଚିକିତ୍ସା ପାଇଁ ଆମ୍ବୁଲାନ୍ସ ଡକାଯାଇଥିଲା। ବର୍ତ୍ତମାନ ରୋଗୀ ଜଣକ ପାରାଦୀପ ପୋର୍ଟ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। In a daring rescue operation, the Paradip Marine Police saved a man from drowning in the deep sea today. While on a routine patrol, the police team spotted a person struggling in the water and immediately swung into action under the direction of the IIC. The rescued man, who was unable to speak at the time of rescue, has been rushed to the Paradip Port Hospital for emergency treatment. His identity remains unknown as investigations continue. Watch the visuals of this incredible life-saving act by the Odisha Police. Stay tuned to Argus News for more updates. #Paradip #MarinePolice #RescueOperation #OdishaPolice #SeaRescue #LifeSaving #ParadipPort #BraveAct #OdishaNews #HeroicRescue #EmergencyResponse #CoastalSecurity #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 hour ago
1


