ARTICLE AD BOX
Historic Bali Jatra 2026 To Be Plastic-Free: Chief Secretary Reviews Preparations | Argus News ପ୍ଲାଷ୍ଟିକ ମୁକ୍ତ ହେବ ବାଲିଯାତ୍ରା। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ଏବଂ ସମୀକ୍ଷା ବୈଠକରେ ଏ ନେଇ ହୋଇଛି ନିଷ୍ପତ୍ତି। କଟକର ଐତିହାସିକ ଓ ସାଂସ୍କୃତିକ ଗୌରବ 'ବାଲିଯାତ୍ରା-୨୦୨୬'କୁ ଅଧିକ ବ୍ୟାପକ, ସୁରକ୍ଷିତ, ସୁବ୍ୟବସ୍ଥିତ ଓ ଆକର୍ଷଣୀୟ ଭାବେ ଆୟୋଜନ କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ। ସ୍ବଚ୍ଛତା, ପ୍ରଦୂଷଣ ନିୟନ୍ତ୍ରଣ ଓ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ସମ୍ପୂର୍ଣ୍ଣ ବାଲିଯାତ୍ରା ପରିସରକୁ 'ପ୍ଲାଷ୍ଟିକ ମୁକ୍ତ' ଭାବେ ଆୟୋଜନ କରାଯିବ। Odisha government has decided to make the historic Cuttack Bali Jatra 2026 a completely 'Plastic-Free' event. In a high-level review meeting chaired by the Chief Secretary, emphasis was laid on cleanliness, pollution control, and environmental protection. The meeting focused on organizing the festival on a grander scale while promoting Odisha's rich maritime heritage globally. Discussions also covered law and order, traffic management, and providing necessary facilities to traders for a smooth experience. #BaliJatra2026 #CuttackNews #PlasticFree #OdishaCulture #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 week ago
6


