ARTICLE AD BOX
ଲଘୁଚାପ ବର୍ଷା ପାଇଁ ଜଗତସିଂହପୁର ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି ୨୭ ତାରିଖ ପାଇଁ ଛୁଟି ଘୋଷଣା କରାଯାଇଛି। ଏନେଇ ଜଗତସିଂହପୁର ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି।
Holiday has been declared Photograph: (sambad.in)ଜଗତସିଂହପୁର: ଲଘୁଚାପ ବର୍ଷା ପାଇଁ ଜଗତସିଂହପୁର ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି ୨୭ ତାରିଖ ପାଇଁ ଛୁଟି ଘୋଷଣା କରାଯାଇଛି। ଏନେଇ ଜଗତସିଂହପୁର ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି। ପିଲାମାନଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ଏଭଳି ସତର୍କତାମୂଳକ ପଦକ୍ଷେପ ନିଅାଯାଇଛି।
Pralhad Joshi: ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ପ୍ରହ୍ଲାଦ ଯୋଶୀ ନୂତନ ଶିକ୍ଷାମନ୍ତ୍ରୀ
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 week ago
5


