ARTICLE AD BOX
ମେଷ: ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। ନୂଆ ବେପାର କରିବାକୁ ଚାହୁଥିଲେ ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ। ଅଫିସରେ କାମ ଅଧିକ ହେବା ଯୋଗୁଁ ସଂପୂର୍ଣ୍ଣ କରିବା ପାଇଁ ସମୟ ଲାଗିବ।
/sambad/media/post_attachments/sites/default/files/2026/09/26/1984617-1-3-5-599087.jpg)
ବୃଷ: ଆପଣଙ୍କର ଶକ୍ତି ଭଲ କାମରେ ଲଗାଇବେ। କଳାକ୍ଷେତ୍ରରେ ଥିବା ଲୋକଙ୍କୁ କୌଣସି ଜାଗାରେ ପ୍ରଦର୍ଶନ ଲାଗି ସୁଯୋଗ ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିବା ଯୋଗୁଁ ଆପଣଙ୍କ କାମ ସଂପୂର୍ଣ୍ଣ ହେବ।
/sambad/media/post_attachments/sites/default/files/2026/09/26/1984616-2-3-767498.jpg)
ମିଥୁନ: କୌଣସି ଖୁସି ଖବର ପାଇବେ। ଅଫିସରେ ସାଥୀର କାମ କରୁଥିବା ଲୋକଙ୍କର ପୂରା ସହଯୋଗ ପାଇବେ। ନିଜ କ୍ୟାରିୟରରେ ସଫଳତାର ଖୁବ୍ ନିକଟବର୍ତ୍ତୀ ହେବେ।
/sambad/media/post_attachments/sites/default/files/2026/09/26/1984615-3-3-878080.jpg)
କର୍କଟ: ବନ୍ଧୁ ଘରକୁ ଆସିବା ଯିବା ଲାଗି ରହିବ। କାମ ସଂପୂର୍ଣ୍ଣ କରିବା ଲାଗି ଯୋଜନା କରିବେ। ଯାତୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ବନ୍ଧୁ ସହ ଲାଗି ରହିଥିବା ମତଭେଦ ଦୂର ହେବ।
/sambad/media/post_attachments/sites/default/files/2026/09/26/1984614-4-3-229600.jpg)
ସିଂହ: ଆପଣଙ୍କ ଦାମ୍ପତ୍ୟ ଜୀବନରେ ଆପୋସୀ ସାମଞ୍ଜସ୍ୟ ବଜାୟ ରହିବ। ନୂଆ ଲୋକଙ୍କ ସହିତ ମିଶିବା ଭବିଷ୍ୟତ ଲାଗି ଲାଭଦାୟକ ରହିବ। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଭଲ।
/sambad/media/post_attachments/sites/default/files/2026/09/26/1984613-5-3-398876.jpg)
କନ୍ୟା: ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ହେବ। ଅଫିସରେ କୌଣସି କାମକୁ ନେଇ ଅଧିକ ବ୍ୟସ୍ତ ରହିବେ। ବକେୟା ଅର୍ଥ ପାଇବେ। ନୂଆ ଜମି କିଣିବା ପୂର୍ବରୁ ଦଲିଲକୁ ଭଲଭାବେ ଯାଞ୍ଚ କରିନିଅନ୍ତୁ।
/sambad/media/post_attachments/sites/default/files/2026/09/26/1984612-6-3-648635.jpg)
ତୁଳା: ସବୁ କାମ ସହଜରେ ସଂପୂର୍ଣ୍ଣ ହେବ। କୌଣସି ସମାରୋହକୁ ଯିବା ପାଇଁ ଯୋଜନା କରିବେ। ଜୀବନସାଥୀ ଆପଣଙ୍କର ସଚ୍ଚୋଟତାରେ ପ୍ରଭାବିତ ହେବେ। ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।
/sambad/media/post_attachments/sites/default/files/2026/09/26/1984611-7-3-389196.jpg)
ବିଛା:ଆପଣଙ୍କର ଧ୍ୟାନ ଆଧ୍ୟତ୍ମିକ ଦଗକୁ ରହିବ। ଆତ୍ମୀୟସ୍ବଜନଙ୍କ ସହ ସମ୍ବନ୍ଧ ମଜଭୁତ ହେବ। ଚାକିରିଜୀବୀ ମନ ଚାହୁଥିବା ଅଞ୍ଚଳକୁ ବଦଳି ହେବେ। ଉଚ୍ଚଶିକ୍ଷା ଲାଗି ଦିନଟି ବହୁତ ଭଲ।
/sambad/media/post_attachments/sites/default/files/2026/09/26/1984610-8-3-709820.jpg)
ଧନୁ: ମନ ଅଶାନ୍ତି ମୁକ୍ତ ରହିବ। ନୂଆ କାମରେ ରୁଚି ବଢ଼ିବ। ପରିବାର ସହ ବାହାରକୁ ବୁଲି ଯିବାର ଯୋଜନା କରିବେ। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ। ଜୀବନସାଥୀ ଆପଣଙ୍କ ଭାବନାକୁ ସମ୍ମାନ କରିବେ।
/sambad/media/post_attachments/sites/default/files/2026/09/26/1984609-9-3-952398.jpg)
ମକର: ଭାବିଥିବା କାମ ଧୀରେଧୀରେ କରି ସଂପୂର୍ଣ୍ଣ ହେବ। କୌଣସି ଅଚିହ୍ନା ବ୍ୟକ୍ତିଙ୍କ ବ୍ୟବହାର ନେଇ ମନ ଟିକେ ଖରାପ ହେବ। ମହିଳା ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ। ପ୍ରେମ ଜୀବନ ମଧୁର ହେବ।
/sambad/media/post_attachments/sites/default/files/2026/09/26/1984608-10-3-730626.jpg)
କୁମ୍ଭ: ଅଫିସରେ ଆପଣଙ୍କ କାମର ପ୍ରଶଂସା ହେବ। କ୍ୟାରିୟର ସଂପର୍କିତ ନୂଆ ଅବସର ପାଇବେ। ଆର୍ଥିକ ପକ୍ଷ ମଜଭୁତ ହେବ। ଅବିବାହିତଙ୍କର ବିବାହ ଲାଗି କଥାବାର୍ତ୍ତା ଆରମ୍ଭ ହେବ।
/sambad/media/post_attachments/sites/default/files/2026/09/26/1984607-11-3-332998.jpg)
ମୀନ: ଆପଣଙ୍କର ଆତ୍ମବିଶ୍ବାସ ଦେଖି କତୃପକ୍ଷ ଖୁସି ହେବେ। ରାସ୍ତାରେ ଯିବାବେଳେ ପ୍ରିୟବନ୍ଧୁ ସହ ଦେଖା ହୋଇପାରେ। ଆପଣଙ୍କୁ ଅଚାନକ ଧନଲାଭ ହେବ। ଜମି ସମସ୍ୟା ସମାପ୍ତ ହୋଇଯିବ।
/sambad/media/post_attachments/sites/default/files/2026/09/26/1984607-11-3-720081.jpg)

1 week ago
6


