ARTICLE AD BOX
ମେଷ: ଘରେ କୌଣସି ଶୁଭକାର୍ଯ୍ୟ ସଂପନ୍ନ ହୋଇପାରେ। କାମକୁ ନେଇ ଚାପ ଅନୁଭବ କରିବେ। ଆପଣଙ୍କ ମନକୁ ଶାନ୍ତ ରଖନ୍ତୁ। ପ୍ରତିଯୋଗୀ ପରୀକ୍ଷାରେ ସଫଳତା ପାଇଁ ଅଧିକ ପରିଶ୍ରମ କରନ୍ତୁ।
/sambad/media/post_attachments/sites/default/files/2026/09/26/1984617-1-3-5-599087.jpg)
ବୃଷ:କାର୍ଯ୍ୟକ୍ଷେତ୍ରରେ ନିଜ ଯୋଗ୍ୟତାର ଭଲ ପ୍ରଦର୍ଶନ କରିବେ। ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ। ବେପାରରେ ଉନ୍ନତି ହେବ। ରାଜନୀତି ବିଷୟରେ ଆପଣଙ୍କ ବିଚାର ପ୍ରକଟ କରିବେ। ପାରିବାରିକ ଜୀବନ ସୁଖମୟ ରହିବ। ଭଲ ଫଳ ମିଳିବ।
/sambad/media/post_attachments/sites/default/files/2026/09/26/1984616-2-3-767498.jpg)
ମିଥୁନ: ଆପଣ ଯାହା ବି କାମ ହାତକୁ ନେବେ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ କରି ଦେଖାଇବେ। ଜୀବନସାଥୀ ଆପଣଙ୍କୁ ଖୁସି ହେବାର ସୁଯୋଗ ଦେବେ। ନୂଆ ଜମି କିଣିବାକୁ ମନସ୍ଥ କରିବେ। ଶତ୍ରୁ ଦବି ରହିବେ।
/sambad/media/post_attachments/sites/default/files/2026/09/26/1984615-3-3-878080.jpg)
କର୍କଟ: ଆର୍ଥିକ ସ୍ଥିତି ଯଥେଷ୍ଟ ସୁଦୃଢ଼ ହେବ। ଓକିଲଙ୍କ ଲାଗି ଦିନଟି ଭଲ ରହିବ। ଦାମ୍ପତ୍ୟ ଜୀବନରେ ଖୁସି ବଜାୟ ରହିବ। ପରୀକ୍ଷା ଲାଗି ପ୍ରସ୍ତୁତ କରୁଥିବା ଛାତ୍ରଛାତ୍ରୀଙ୍କ ଲାଗି ସମୟ ଶୁଭ।
/sambad/media/post_attachments/sites/default/files/2026/09/26/1984614-4-3-229600.jpg)
ସିଂହ: ଆପଣଙ୍କର ସୁଖ ସୁବିଧା ବଢ଼ିବ। ଚାକିରିରେ ବେତନ ବୃଦ୍ଧି ହେବ। ପରିବାର ସହିତ ସଦଭାବନାପୂର୍ବକ ସମୟ ଅତିବାହିତ କରିବେ। ମୋଟର ଯାନ କିଣିବା ଲାଗି ମନ ବଳିବ। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାରୁ ଆରାମ ପାଇବେ।
/sambad/media/post_attachments/sites/default/files/2026/09/26/1984613-5-3-398876.jpg)
କନ୍ୟା: ରୋଜଗାର ପାଇଁ ସୁଯୋଗ ପାଇବେ। ବରିଷ୍ଠ ସହିତ ବାଦବିବାଦ କରନ୍ତୁ ନାହିଁ। ଅଫିସ କାମରେ ବାହାରକୁ ଯିବାକୁ ପଡ଼ିପାରେ। ବନ୍ଧୁ ଓ ପରିବାର ପାଇଁ ଖର୍ଚ୍ଚ କରିପାରନ୍ତି। ଭଲ ସାମାଜିକ କର୍ମୀ ରୂପେ ପ୍ରସିଦ୍ଧି ବଢ଼ିବ।
/sambad/media/post_attachments/sites/default/files/2026/09/26/1984612-6-3-648635.jpg)
ଆହୁରି ପଢ଼ନ୍ତୁ- Recruitment: ଜୁନିୟର ଇଞ୍ଜିନିୟର ଓ ଏମ୍ଟିଏସ୍ର ୧୨୬୦ଟି ପଦରେ ନିଯୁକ୍ତି ସୁଯୋଗ
ତୁଳା: ଭାଗୀଦାରିରେ କୌଣସି କାରବାର ଆରମ୍ଭ କରିପାରନ୍ତି। ଜୀବନସାଥୀ ସହିତ ବୈବାହିକ ଉତ୍ସବରେ ସାମିଲ ହେବେ। କୌଣସି ଅଭାବୀ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ।
/sambad/media/post_attachments/sites/default/files/2026/09/26/1984611-7-3-389196.jpg)
ବିଛା: ସ୍ବାସ୍ଥ୍ୟ ସମସ୍ୟାର ସୁଧାର ହେବ। ଆପଣଙ୍କ ମନ ଧାର୍ମିକ କାର୍ଯ୍ୟରେ ଲାଗିବ। ପରିବାର ସହିତ ଲାଗି ରହିଥିବା ମତଭେଦ ଦୂର ହୋଇଯିବ। ବେଠିକ୍ ଓ ସଠିକ୍ର ପାର୍ଥକ୍ୟ ବୁଝି ଉଚିତ ନିର୍ଣ୍ଣୟ ନିଅନ୍ତୁ।
/sambad/media/post_attachments/sites/default/files/2026/09/26/1984610-8-3-709820.jpg)
ଧନୁ: ଆପଣଙ୍କ ବିଚାରରେ ମହତ୍ବପୂର୍ଣ୍ଣ ପରିବର୍ତ୍ତନ ଆସିବ। ବେପାରରେ ଯଥେଷ୍ଟ ଲାଭ ହେବ। ବନ୍ଧୁ ସହିତ ବାହାରକୁ ବୁଲି ଯିବେ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ।
/sambad/media/post_attachments/sites/default/files/2026/09/26/1984609-9-3-952398.jpg)
ମକର: ଆାପଣଙ୍କ ବିଶ୍ବାସ ବଳରେ ବହୁତ କିଛି କରିପାରିବେ। ରାସ୍ତାରେ ଯିବା ସମୟରେ କୌଣସି ଲାଭକାରୀ ସାକ୍ଷାତ ହେବେ। ମନରେ କିଛି ନୂଆ କରିବାର ଇଚ୍ଛା ଜାଗିବ। ପାରିବାରିକ ପରିବେଶ ଧାର୍ମିକ ଓ ଶାନ୍ତିପୂର୍ଣ୍ଣ ରହିବ।
/sambad/media/post_attachments/sites/default/files/2026/09/26/1984608-10-3-730626.jpg)
କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ବିଶେଷ ସଫଳତା ପାଇବେ। ଜୀବନସାଥୀ ସହିତ ଖୁସିର କ୍ଷଣ ଅତିବାହିତ କରିବେ। ସମାଜରେ ମାନ ସମ୍ମାନ ପାଇବେ। ବ୍ୟବସାୟରେ ପୁଞି ଲଗାଇବା ପୂର୍ବରୁ ବଡ଼ଙ୍କର ମତ ନିଅନ୍ତୁ।
/sambad/media/post_attachments/sites/default/files/2026/09/26/1984607-11-3-332998.jpg)
ମୀନ: ପ୍ରଭୁଙ୍କ ପ୍ରତି ଆସ୍ଥା ବଢ଼ିବ। କ୍ୟାରିୟର ପାଇଁ ମହତ୍ବପୂର୍ଣ୍ଣ ନିର୍ଣ୍ଣୟ ନେବେ। ଆର୍ଥିକ ସ୍ଥିତିରେ ଯଥେଷ୍ଟ ସୁଧାର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ। ଶତ୍ରୁପକ୍ଷ ଆପଣଙ୍କ ଠାରୁ ଦୂରତ୍ବ ବନାଇ ରହିବେ।
/sambad/media/post_attachments/sites/default/files/2026/09/26/1984607-11-3-720081.jpg)

1 hour ago
1

