ARTICLE AD BOX
Horrific Road Mishap In Koraput; 2 De@d, 1 Critical After Bikes Collide At Midnight | Argus News କୋରାପୁଟ ସଦର ଡଲିଆମ୍ବ ବ୍ରିଜ ନିକଟରେ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଦୁଇ ବାଇକ ମୁହାମୁହିଁ ଧକ୍କା ହେବା ଫଳରେ ଏହି ଅଘଟଣ ଘଟିଛି, ଯେଉଁଥିରେ ମୃତ ଦୁଇ ଯୁବକ ଦଶମନ୍ତପୁର ବ୍ଲକ୍ ମାଚରା ନୂଆଗୁଡା ଗାଁର ବୋଲି ଜଣାପଡିଛି। A tragic road accident occurred late at night near Dolliamba Bridge in Koraput, resulting in the death of two youths and leaving one critically injured. The collision happened between two motorcycles. The deceased are from Machara Nuaguda village, while the injured person is receiving treatment at Koraput Medical. #Koraput #RoadAccident #OdishaNews #BikeAccident #TragicNews #AccidentNews #BreakingNews #KoraputNews #OdishaAccident #Dashamantpur #OdishaNews #OdiaNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

3 weeks ago
14


