ARTICLE AD BOX
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନକୁ ନିଆରା ଢଙ୍ଗରେ ପାଳନ କରି ଚର୍ଚ୍ଚାକୁ ଆସିଛନ୍ତି ହୋଟେଲ ରୋଷେୟା ସୁଦର୍ଶନ । ଦୀର୍ଘ ୭ ବର୍ଷ ଧରି ନିଜ ପରିଶ୍ରମର ଟଙ୍କା ଖର୍ଚ୍ଚ କରି ସେ ନିଜ ହାତରେ ସ୍ୱାଦିଷ୍ଟ ଖାଦ୍ୟ ପ୍ରସ୍ତୁତ କରି ସାଥୀ କର୍ମଚାରୀ ଓ ଲୋକଙ୍କୁ ଖୁଆଇ ଆସୁଛନ୍ତି । ଭୁବନେଶ୍ୱରରୁ ଆରମ୍ଭ ହୋଇଥିବା ତାଙ୍କର ଏହି ନିଆରା ପରମ୍ପରା ଏବେ ସାଲେପୁରରେ ମଧ୍ୟ ବେଶ୍ ଚର୍ଚ୍ଚାର ବିଷୟ ପାଲଟିଛି । #PMModiBirthday #NarendraModiBirthday #SalepurNews #ModiFanStory #HotelChefCelebration #UniqueTribute #InspiringStories #HeartwarmingStory #BhubaneswarToSalepur #PositiveNewsOdisha #PMModiFans #HumanInterestStory #OdishaNews #OdiaNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

24 minutes ago
2


