India & Belgium Strategic Partnership: Big Defense & Semiconductor Deal Signed | PM Modi |Argus News

2 weeks ago 9
ARTICLE AD BOX


India & Belgium Strategic Partnership: Big Defense & Semiconductor Deal Signed | PM Modi | Argus News ଭାରତ ଓ ବେଲଜିୟମ୍ ମଧ୍ୟରେ ବଢ଼ିଲା ରଣନୈତିକ ଭାଗିଦାରୀ । ନୂଆଦିଲ୍ଲୀ ହାଇଦ୍ରାବାଦ ହାଉସ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବେଲଜିୟମ୍ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭରଙ୍କ ମଧ୍ୟରେ ଗୁରୁତ୍ବପୂର୍ଣ୍ଣ ବୈଠକରେ ନିଆଯାଇଛି ବହୁ ବଡ଼ ନିଷ୍ପତ୍ତି । ଦୁଇ ରାଷ୍ଟ୍ରନେତାଙ୍କ ଉପସ୍ଥିତିରେ ପ୍ରତିରକ୍ଷା, ଅକ୍ଷୟ ଶକ୍ତି, ଗୁରୁତ୍ୱପୂର୍ଣ୍ଣ ଖଣିଜ ପଦାର୍ଥ ଓ ସେମିକଣ୍ଡକ୍ଟର କ୍ଷେତ୍ରରେ ବୁଝାମଣାପତ୍ର ସ୍ବାକ୍ଷର ହୋଇଛି । ଆସନ୍ତା ୫ ବର୍ଷ ଭିତରେ ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ବାଣିଜ୍ୟକୁ ଦୁଇଗୁଣା କରିବାକୁ ଲକ୍ଷ୍ୟ ରଖାଯାଇଛି । India and Belgium have significantly strengthened their strategic partnership during a high-level meeting between PM Narendra Modi and Belgian PM Bart De Wever at Hyderabad House, New Delhi. Major MoUs were signed across critical sectors, including defense, renewable energy, critical minerals, and semiconductors. The two nations aim to double their bilateral trade within the next five years, building on the current $13.01 billion. A key highlight is the collaboration with Belgium’s IMEC to boost India's semiconductor ecosystem #PMModi #IndiaBelgium #StrategicPartnership #DefenseDeal #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.