ARTICLE AD BOX
ମହିଳା ଏସିଆ କପ୍ ୨୦୨୬ରେ ପାକିସ୍ତାନର ବଡ଼ ବିପର୍ଯ୍ୟୟ ଘଟିଛି। ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ପାକିସ୍ତାନକୁ ଭାରତ ୫୫ ରନ୍ରେ ଅଟକାଇଛି। ଟୁର୍ଣ୍ଣାମେଣ୍ଟର ଗ୍ରୁପ- ଏ ମ୍ୟାଚ୍ରେ ପାକିସ୍ତାନ ପ୍ରଥମେ ବ୍ୟାଟିଂ କରି ୧୮.୧ ଓଭରରେ ସମସ୍ତ ୱିକେଟ୍ ହରାଇଛି।
/sambad/media/media_files/2026/09/05/new-project-1-2026-09-05-21-23-48.jpg)
ଦୁବାଇ: ମହିଳା ଏସିଆ କପ୍ ୨୦୨୬ରେ ପାକିସ୍ତାନର ବଡ଼ ବିପର୍ଯ୍ୟୟ ଘଟିଛି। ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ପାକିସ୍ତାନକୁ ଭାରତ ୫୫ ରନ୍ରେ ଅଟକାଇଛି। ଟୁର୍ଣ୍ଣାମେଣ୍ଟର ଗ୍ରୁପ- ଏ ମ୍ୟାଚ୍ରେ ପାକିସ୍ତାନ ପ୍ରଥମେ ବ୍ୟାଟିଂ କରି ୧୮.୧ ଓଭରରେ ସମସ୍ତ ୱିକେଟ୍ ହରାଇଛି। ହରମନପ୍ରୀତ କୌରଙ୍କ ନେତୃତ୍ବରେ ଭାରତ ପକ୍ଷରୁ ଶ୍ରୀ ଚରଣୀ ଏବଂ ପ୍ରେମା ରାଉତ ୩ଟି ଲେଖାଏଁ ୱିକେଟ୍ ଅକ୍ତିଆର କରିଛନ୍ତି। ଦୀପ୍ତି ଶର୍ମାଙ୍କୁ ୨ଟି ଏବଂ ସେଫାଳି ବର୍ମାଙ୍କୁ ଗୋଟିଏ ୱିକେଟ୍ ମିଳିଛି।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 week ago
5


