ARTICLE AD BOX
Jagatsinghpur: Mass Deepa Dana Held For PM Narendra Modi's Good Health | Argus News ଜଗତସିଂହପୁର ବ୍ଲକ ବିଓଁଳ ସ୍ଥିତ ଗତନାଥ ମନ୍ଦିର ପ୍ରାଙ୍ଗଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୀର୍ଘାୟୁ ଓ ସୁଶାସନ କାମନା କରି ଏକ ବିଶାଳ ସମୂହ ଦୀପ ଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଅମରେନ୍ଦ୍ର ଦାସଙ୍କ ନେତୃତ୍ୱରେ ଶତାଧିକ ଶ୍ରଦ୍ଧାଳୁ ଏକତ୍ରିତ ହୋଇ ଦୀପ ପ୍ରଜ୍ଜ୍ୱଳନ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ୨୫ ବର୍ଷର ନିରବଚ୍ଛିନ୍ନ ସେବା ଓ ସମର୍ପଣକୁ ସମ୍ମାନ ଜଣାଇ ଏହି 'ଆଶୀର୍ବାଦର ଦୀପ' କାର୍ଯ୍ୟକ୍ରମରେ ବହୁ ଶୁଭେଚ୍ଛୁ ସାମିଲ ହୋଇଥିଲେ । #PMModi #NarendraModi #Jagatsinghpur #AmarendraDas #DeepaDana #GatanathaTemple #PrayersForModi #BJPNews #OdishaBJP #MassPrayers #DevotionalNews #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

40 minutes ago
1


