ARTICLE AD BOX
Medical Negligence Alleged in Nuapada District Hospital After Woman Dies During Treatment | Argus News ଚିକିତ୍ସାରେ ଅବହେଳା ଯୋଗୁଁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ନେଇ ଗୁରୁତର ଅଭିଯୋଗ ଆସିଛି। ଏହି ଘଟଣାକୁ ନେଇ ମୃତକଙ୍କ ପରିବାର ଲୋକେ ଓ କଂଗ୍ରେସ କର୍ମୀମାନେ ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି ଧାରଣା ଦେଇଥିବା ବେଳେ ଥାନାରେ ଏତଲା ଦିଆଯାଇଛି। କୋମନା ଥାନା ଅନ୍ତର୍ଗତ ପଣ୍ଡରାପଥର ଗାଁର ଲଛନ୍ତି ମାଝୀ ସାମାନ୍ୟ ଜ୍ୱର ପାଇଁ ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆସିଥିଲେ। ତେବେ ଚିକିତ୍ସା ପରେ ତାଙ୍କର ମୃତ୍ୟୁ ଘଟିଥିଲା। Serious allegations of medical negligence have surfaced at the Nuapada District Headquarters Hospital following the death of a woman identified as Lachhanti Majhi from Pandarapathar village. Reportedly admitted for a mild fever, her sudden demise sparked outrage, leading family members and Congress workers to protest with the body in front of the CDMO office. The victim's husband has filed a police complaint against the attending doctors. Nuapada Sub-Collector and CDMO intervened, promising an impartial inquiry by a special committee. Watch the full report on the incident and the current situation. #Nuapada #MedicalNegligence #HospitalProtest #OdishaNews #Justice #HealthcareSystem #CDMO #Pandarapathar #BreakingNewsOdisha #CongressProtest #MedicalInquiry #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

2 weeks ago
8


