ARTICLE AD BOX
Missile Attack On LPG Tanker 'Disha' In Strait Of Hormuz: 28 Indian Sailors Safe | Argus News ହର୍ମୁଜ ପ୍ରଣାଳୀରେ ଏକ ବଡ଼ ଧରଣର ଅଘଟଣ ଘଟିଛି। ଏଲପିଜି ଟ୍ୟାଙ୍କର 'ଦୀଶା' ଉପରେ କ୍ଷେପଣାସ୍ତ୍ର ମାଡ଼ ହେବା ଫଳରେ ଜାହାଜର ଇଞ୍ଜିନ୍ ରୁମ୍ ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଛି। ଜାହାଜରେ ଥିବା ସମସ୍ତ ୨୮ ଜଣ ଭାରତୀୟ ନାବିକ ସୁରକ୍ଷିତ ଥିବା ବେଳେ ବୈଦେଶିକ ମନ୍ତ୍ରାଳୟ ସେମାନଙ୍କ ସୁରକ୍ଷା ପାଇଁ ତତ୍ପରତା ପ୍ରକାଶ କରିଛି। A major incident occurred in the Strait of Hormuz where the LPG tanker 'Disha' came under a missile attack. The ship's engine room sustained significant damage, causing panic in the strategic waterway near the Iran border. Fortunately, all 28 Indian sailors on board are reported to be safe. Following the incident, India's Ministry of External Affairs has gone into action mode to ensure the security and safe return of the Indian crew. #StraitOfHormuz #MissileAttack #IndianSailors #MaritimeSecurity #LPGTankerDisha #InternationalNews #MEAGovernment #SeaAttack #SafetyFirst #IndianNavy #GlobalConflict #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 week ago
7


