ARTICLE AD BOX
Nandankanan Zoo: Technical Committee Formed For Care Of 5 Orangutans | Argus News ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଥିବା ୫ଟି ଓରାଙ୍ଗଉଟାନ୍ଙ୍କ ଉପଯୁକ୍ତ ରକ୍ଷଣାବେକ୍ଷଣ ଓ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ଓଡ଼ିଶା ପ୍ରଧାନ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ (PCCF) ତଥା ମୁଖ୍ୟ ବନ୍ୟପ୍ରାଣୀ ୱାର୍ଡେନ୍ଙ୍କ ପକ୍ଷରୁ ଏକ ସ୍ୱତନ୍ତ୍ର ବୈଷୟିକ କମିଟି ଗଠନ କରାଯାଇଛି। ମହୀଶୂର, ଡେରାଡୁନ୍, ନୂଆଦିଲ୍ଲୀ ଏବଂ ଭୁବନେଶ୍ୱର OUAT ର ବିଶେଷଜ୍ଞ ପ୍ରତିନିଧିମାନଙ୍କୁ ନେଇ ଗଠିତ ଏହି କମିଟିର କାର୍ଯ୍ୟକାଳ ୬ ମାସ ରହିଥିବା ବେଳେ ନନ୍ଦନକାନନ ନିର୍ଦ୍ଦେଶକ ଏହାର ସଦସ୍ୟ-ଆବାହକ ଦାୟିତ୍ୱ ତୁଲାଇବେ। ଓରାଙ୍ଗୋଟାନ୍ଙ୍କ ଉନ୍ନତ ଯତ୍ନ ନିମନ୍ତେ ଆବଶ୍ୟକସ୍ଥଳେ ଜାତୀୟ ତଥା ଅନ୍ତର୍ଜାତୀୟ ସଂଗଠନର ପରାମର୍ଶ ମଧ୍ୟ ଗ୍ରହଣ କରାଯିବ ବୋଲି ନିର୍ଦ୍ଦେଶନାମାରେ ସ୍ପଷ୍ଟ କରାଯାଇଛି। #Nandankanan #NandankananZoo #Orangutan #WildlifeOdisha #BhubaneswarZoo #WildlifeConservation #OdishaForest #OUAT #ZooAnimals #AnimalWelfare #OdishaLatestNews #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

4 days ago
6


