Odisha Assembly Session ସେପ୍ଟେମ୍ବର ୨୨ରୁ ବିଧାନସଭାର ୯ଦିନିଆ ୭ମ ଅଧିବେଶନ

2 weeks ago 9
ARTICLE AD BOX

ଭୁବନେଶ୍ୱର: ରାଜ୍ୟର ୧୭ଶ ବିଧାନସଭାର ୭ମ ଅଧିବେଶନ ଚଳିତ ମାସ ୨୨ ତାରିଖରୁ ଆରମ୍ଭ ହେବ। ଏହା ଅକ୍ଟୋବର ୩ ତାରିଖ ଯାଏଁ ଚାଲିବ। 

Security arrangements: ବିଧାନସଭା ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା, ୩୫ ପ୍ଲାଟୁନ୍‌ ପୁଲିସ ଫୋର୍ସ, ୧୧୦ ଅଧିକାରୀଙ୍କୁ ଦାୟିତ୍ବ

ଆଜି (ଗୁରୁବାର) ବିଧାନସଭା ସଚିବାଳୟ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ଅଧିବେଶ ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଏଥିରେ ୮ଟି ସରକାରୀ ଓ ଗୋଟିଏ ବେସରକାରୀ କାର୍ଯ୍ୟଦିବସକୁ ମିଶାଇ ମୋଟ ୯ଟି କାର୍ଯ୍ୟଦିବସ ରହିବ ।

Legislative Assembly: ବିଧାନସଭା ଅଧିବେଶନ ୨୭ରୁ: ପ୍ରଥମ ଦିନ ରାଷ୍ଟ୍ରପତି ଗୃହକୁ ସମ୍ବୋଧିତ କରିବେ, ୨୮ରେ ଅତିରିକ୍ତ ବଜେଟ୍‌ ଆଗତ

ସେପ୍ଟେମ୍ବର ୨୬ ଓ ୨୭ ତାରିଖ ସରକାରୀ ଛୁଟି ଯୋଗୁଁ ଗୃହକାର୍ଯ୍ୟ ବନ୍ଦ ରହିବ । ସେହିପରି ଅକ୍ଟୋବର ୨ ତାରିଖରେ ଗାନ୍ଧୀ ଜୟନ୍ତୀ ପାଇଁ ମଧ୍ୟ ଗୃହକାର୍ଯ୍ୟ ବନ୍ଦ ରହିବ ।

Read Entire Article
LEFT SIDEBAR AD

Hidden in mobile, Best for skyscrapers.