ARTICLE AD BOX
Odisha Flood Update: Govt To Start Damage Assessment Today; Over 8 Lakh People Affected | Argus News ବନ୍ୟା ପରେ ବିପନ୍ନଙ୍କ ବଢ଼ୁଛି ଦୁର୍ଦ୍ଦଶା! ରାଜ୍ୟରେ ବନ୍ୟା ପାଣି କମୁଥିଲେ ମଧ୍ୟ ଯାଜପୁର, ଭଦ୍ରକ ଓ କଟକ ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଆଜିଠାରୁ ବନ୍ୟା କ୍ଷୟକ୍ଷତି ଆକଳନ ଆରମ୍ଭ ହେବ। ଏହି ରିପୋର୍ଟ ଆଧାରରେ ପ୍ରଭାବିତଙ୍କୁ ତୁରନ୍ତ ସହାୟତା ଯୋଗାଇ ଦିଆଯିବ। ଯାଜପୁର ଓ ଭଦ୍ରକରେ ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇଥିବା ବେଳେ ହଜାର ହଜାର ହେକ୍ଟର ଚାଷ ଜମି ଏବେ ବି ଜଳମଗ୍ନ। As floodwaters begin to recede in various parts of Odisha, the focus has shifted to relief and restoration. Following Chief Minister Mohan Majhi's directive, officials will start assessing the flood damage today. Based on this report, the state government will provide immediate financial assistance to the affected people. #OdishaFlood #FloodDamage #JajpurFloods #BhadrakNews #CuttackFlood #CMAssessment #ReliefAndRestoration #OdishaNews #AgricultureLoss #EmergencyRelief #BaitaraniFlood #BrahmaniFlood #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

12 hours ago
1


