Odisha’s First AI Data Center in Bhubaneswar | 6000+ Jobs & ₹14,257 Cr | Argus News

1 week ago 5
ARTICLE AD BOX


Odisha’s First AI Data Center in Bhubaneswar | 6000+ Jobs & ₹14,257 Cr | Argus News ଶିଳ୍ପାୟନରେ ନୂଆ ଦିଗନ୍ତ ଛୁଇଁବ ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ସ୍ଥାପନ ହେବାକୁ ଯାଉଛି ରାଜ୍ୟର ପ୍ରଥମ AI ଡାଟା ସେଣ୍ଟର। ୧୪,୨୫୭ କୋଟି ଟଙ୍କାର ଏହି ବୃହତ ପ୍ରକଳ୍ପ ପାଇଁ HCLTech ଓ ସରଭମ ସହ ଚୁକ୍ତି ସ୍ୱାକ୍ଷର କରିଛନ୍ତି ରାଜ୍ୟ ସରକାର। ଏହାଦ୍ୱାରା ରାଜ୍ୟରେ ୬ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଏହି ଐତିହାସିକ ଚୁକ୍ତି ସମ୍ପନ୍ନ ହୋଇଛି। Odisha takes a massive leap in technology as the state government signs a deal with HCLTech and Sarvam to set up its first AI Data Center in Bhubaneswar. With an investment of ₹14,257 crore, this project aims to create over 6,000 jobs. CM Mohan Charan Majhi emphasizes the strength of India's Sovereign AI through this initiative. #OdishaAI #AIDataCenter #BhubaneswarTech #HCLTech #MohanCharanMajhi #OdishaDevelopment #InvestInOdisha #JobOpportunities #SovereignAI #OdishaNews #DigitalOdisha #TechNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.