PM Modi Reviews Varanasi Flood Situation: High-Level Meeting With DM & Mayor On Relief | Argus News

2 weeks ago 8
ARTICLE AD BOX


PM Modi Reviews Varanasi Flood Situation: High-Level Meeting With DM & Mayor On Relief | Argus News ପ୍ରଧାନମନ୍ତ୍ରୀ ମୋଦୀ ନିଜ ସଂସଦୀୟ କ୍ଷେତ୍ର ବାରାଣସୀରେ ବନ୍ୟା ସ୍ଥିତିକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ବାରାଣସୀର ମେୟର ଏବଂ ଜିଲ୍ଲାପାଳଙ୍କ ସହ ଫୋନରେ କଥା ହୋଇ ଗ୍ରାଉଣ୍ଡ ସ୍ଥିତିର ତଦାରଖ କରିବା ସହ ପ୍ରଭାବିତ ଲୋକଙ୍କ ସୁରକ୍ଷା ଓ ସହାୟତା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ରିଲିଫ୍ କାର୍ଯ୍ୟ ଚଳାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗଙ୍ଗା ନଦୀର ଜଳସ୍ତର ବିପଦ ସଙ୍କେତ ଟପିବା ପରେ ବାରାଣସୀର ତଳିଆ ଅଞ୍ଚଳ ଏବଂ ବିଭିନ୍ନ ଘାଟରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି। Prime Minister Narendra Modi conducted a high-level review of the flood situation in his parliamentary constituency, Varanasi. Speaking directly with the District Magistrate and the Mayor via phone, the PM took stock of the ground reality as the Ganga river continues to flow above the danger mark. He directed officials to conduct relief and rescue operations on a war footing and ensured that food, drinking water, and healthcare reach those affected. NDRF and SDRF teams have been put on high alert to assist in the evacuation process. #PMModi #VaranasiFlood #GangaRiver #ReliefOperation #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.