Puri Jagannath: ନଭେମ୍ବର ୪ରେ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

39 minutes ago 1
ARTICLE AD BOX

ଆସନ୍ତାକାଲି କାର୍ତ୍ତିକ କୃଷ୍ଣପକ୍ଷ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବl ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

 ନଭେମ୍ବର ୪ରେ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ (ଶିବ ପ୍ରସାଦ ଦାସ): ଆସନ୍ତାକାଲି (ବୁଧବାର) କାର୍ତ୍ତିକ କୃଷ୍ଣପକ୍ଷ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବl ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛିl

Puri Jagannath: ଶ୍ରୀବିଗ୍ରହଙ୍କ ମସ୍ତକରେ ଲାଗି ହେଲା ସୁବର୍ଣ୍ଣ ଚିତା

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.