Rayagada: ରାୟଗଡା ପୁଲିସ ଦ୍ୱାରା ବିପୁଳ ମାଓ ସାମଗ୍ରୀ ଓ ଅସ୍ତ୍ରଶସ୍ତ୍ର ଜବତ

1 month ago 13
ARTICLE AD BOX

ରାୟଗଡା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ ରଘୁବାରି ଜଙ୍ଗଲରୁ ପୁଲିସ ପକ୍ଷରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି ।

 ରାୟଗଡା ପୁଲିସ ଦ୍ୱାରା ବିପୁଳ ମାଓ ସାମଗ୍ରୀ ଓ ଅସ୍ତ୍ରଶସ୍ତ୍ର ଜବତ

ରାୟଗଡା: ରାୟଗଡାଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ ରଘୁବାରି ଜଙ୍ଗଲରୁ ପୁଲିସ ପକ୍ଷରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି । ଡିଭିଏଫ୍ ଓ ଏସଓଜି ଯବାନଙ୍କ ସର୍ଚ୍ଚ ଅପରେସନବେଳେ ମାଓବାଦୀମାନେ ଲୁଚାଇ ରଖିଥିବା ବିପୁଳ ପରିମାଣର ମାଓ ସାମଗ୍ରୀ ସହ ଗୋଟିଏ ଗ୍ରେନେଡ ଲଂଚର , ଥ୍ରୀ ନଟ ଥ୍ରୀ ବନ୍ଧୁକ,  , ଗ୍ରେନେଡ , ଗୁଳି, ମାଓବାଦୀମାନେ ବ୍ୟବହାର କରୁଥିବା ଔଷଧ, ୮ ବଣ୍ଡଲ ତାର ପୁଲିସ ଉଦ୍ଧାର କରିଛି I   ଏନେଇ ରାୟଗଡା ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦ ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି I  

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.