ARTICLE AD BOX
Shocking: Mafia Don Atiq Ahmed's Son Aban D*es In SUV Crash On National Highway | Argus News ପୂର୍ବତନ ମାଫିଆ ଡନ୍ ଆତିକ ଅହମ୍ମଦଙ୍କ ସବୁଠାରୁ ସାନ ପୁଅ ଆବାନ୍ ଅହମ୍ମଦଙ୍କର ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଝାନ୍ସୀ-କାନପୁର ଜାତୀୟ ରାଜପଥରେ ଏକ ଦ୍ରୁତଗାମୀ ଏସୟୁଭି ନିୟନ୍ତ୍ରଣ ହରାଇ ଡିଭାଇଡରକୁ ପିଟିବା ଫଳରେ ଏହି ଅଘଟଣ ଘଟିଛି। ଝାନ୍ସୀ ଜେଲ୍ରେ ଥିବା ନିଜ ବଡ଼ ଭାଇଙ୍କୁ ଦେଖା କରିବାକୁ ଯାଉଥିବା ସମୟରେ ଆବାନ୍ ଓ ତାଙ୍କ ବନ୍ଧୁଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଛି। #AbanAhmed #AtiqAhmed #AtiqAhmedSon #JhansiKanpurHighway #RoadAccident #Prayagraj #BreakingNewsIndia #SUVAccident #UPNews #CrimeUpdate #Tragedy #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

52 minutes ago
1


