ARTICLE AD BOX
Shocking Mob Justice In Chauliaganj; One Arrested As Police Probe Viral Video | Argus News କଟକ ଚାଉଳିଆଗଞ୍ଜ ଅଞ୍ଚଳରେ ମାନବିକତାକୁ ଲଜ୍ଜିତ କଲା ଭଳି ଘଟଣା! କଙ୍ଗାରୁ କୋର୍ଟ ବସାଇ ଜଣେ ନାବାଳକକୁ ଉଲଗ୍ନ କରି ନିର୍ଦ୍ଦୟ ଭାବେ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଏହି ମାମଲାରେ ଜଣକୁ ଗିରଫ କରିଥିବା ବେଳେ ଅନ୍ୟମାନଙ୍କୁ ଧରିବା ପାଇଁ ଭିଡିଓ ଫୁଟେଜ୍ ଯାଞ୍ଚ କରୁଛି। ପୂର୍ବ ଶତ୍ରୁତା ଓ ଚୋରି ସନ୍ଦେହରେ ଏଭଳି ବର୍ବରକାଣ୍ଡ ଘଟାଇଥିବା ଯୁବକମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ଆଇନଜୀବୀ ଓ ପୀଡ଼ିତ ପରିବାର। A shocking case of "Kangaroo Court" has surfaced in Cuttack's Chauliaganj area, where a minor was allegedly stripped and assaulted by a group of youths. Police have arrested one person and are scanning video footage to nab the remaining accused. The victim seeks justice after this brutal act of mob violence. #CuttackNews #KangarooCourt #MobJustice #Chauliaganj #MinorHarassment #OdishaPolice #JusticeForMinor #CrimeNewsOdisha #CuttackCrime #BreakingNewsOdisha #OdiaNews #OdishaNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

2 weeks ago
9


