Student Beaten for Watching Rath Yatra | Probe Begins at Udala School | Argus News

2 weeks ago 9
ARTICLE AD BOX


Student Beaten for Watching Rath Yatra | Probe Begins at Udala School | Argus News ମୟୂରଭଞ୍ଜ ଉଦଳା ସ୍ଥିତ ଗୁରୁକୁଳ ବିଦ୍ୟା ମନ୍ଦିରରେ ଅଭାବନୀୟ ଘଟଣା! ରଥ ଯାତ୍ରା ଦେଖିବାକୁ ଯାଇଥିବାରୁ ଜଣେ ଛାତ୍ରଙ୍କୁ ଶିକ୍ଷୟିତ୍ରୀ ନିର୍ଘାତ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଆଜି ୩ ଜଣିଆ ତଦନ୍ତ ଟିମ୍ ବିଦ୍ୟାଳୟରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ବିଇଓ ସୁବ୍ରତ କିସ୍କୁ ଏହାକୁ ଦୃଢ଼ ନିନ୍ଦା କରିବା ସହ ଦୋଷୀ ଶିକ୍ଷୟିତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନର ପ୍ରତିଶୃତି ଦେଇଛନ୍ତି। ବିଦ୍ୟାଳୟ ପ୍ରିନ୍ସିପାଲ୍ ମଧ୍ୟ ମାଡ଼ ମରାଯାଇଥିବା କଥାକୁ ସ୍ୱୀକାର କରିଛନ୍ତି। Investigation has begun at Udala's Gurukul Vidya Mandir after a student was allegedly beaten for attending Rath Yatra. A 3-member BEO team is probing the incident. While the Principal admitted to the physical punishment, the BEO assured strict action against the responsible teacher for violating the punishment-free zone norms. #UdalaNews #Mayurbhanj #StudentBeaten #GurukulVidya Mandir #RathYatra #EducationNews #JusticeForStudent #OdishaSchool #BEOUdala #TeacherAction #OdishaNews #OdiaNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.