ARTICLE AD BOX
Subarnarekha Flood Recedes But Misery Continues In Baliapal: 120 Villages Affected | Argus News ଧିରେ ଧିରେ କମୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର | ଏବେବି ବନ୍ୟା ଯୋଗୁଁ ବାଲିଆପାଳ ବ୍ଲକର ୯ ପଞ୍ଚାୟତ ୧୨୦ ଅଧିକ ଗାଁ ପ୍ରଭାବିତ | ନଦୀର ଉପର ମୁଣ୍ତ ରେ ପ୍ରବଳ ବର୍ଷା ଏବଂ ଝାଡଖଣ୍ତର ଗାଲୁଡିହି ବ୍ୟାରେଜରୁ ପାଣି ଛଡା ଯିବା ଯୋଗୁଁ ଜଳସ୍ତର ବୃଦ୍ଧି ପାଇଥିଲା। ରାଜଘାଟରେ ବିପଦ ସଙ୍କେତ ୧୦.୩୬ ମିଟର ରହିଥିବା ବେଳେ ଗତକାଲି ରାତି ୧୨ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୧୧, ୭୨ ମିଟର ପହଞ୍ଚିଥିଲା। ଏବେ ଧିରେ ଧିରେ କମୁଛି, ଦିନ ୨ ଟା ସୁଦ୍ଧା ଜଳସ୍ତର କମି ୧୦,୭୨ମିଟର ରେ ପ୍ରବାହିତ ହେଉଛି। While the water level of the Subarnarekha river is gradually receding at Rajghat, the flood situation in Baliapal block remains grim. Over 120 villages across 9 panchayats are still submerged, affecting more than 60,000 people. Although the administration has deployed SRC boats, ODRAF, and Fire Services, residents of Lokpal village in Jalakunda Panchayat complain that they haven't received basic food supplies like flattened rice (Chuda). Hundreds of hectares of crops are underwater, and locals are expressing their anger over the lack of relief at ground zero ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

2 weeks ago
8


