Vicepresident: ଭୁବନେଶ୍ୱରରେ ପହଞ୍ଚିଲେ ଉପରାଷ୍ଟ୍ରପତି

3 weeks ago 16
ARTICLE AD BOX

ନିର୍ଦ୍ଧାରିତ ସମୟରେ ଆସି ଭୁବନେଶ୍ୱରରେ ଉପରାଷ୍ଟ୍ରପତି ସି ପି ରାଧାକୃଷ୍ଣନ୍ ପହଂଚିଛନ୍ତି | ଦିନିକିଆ ଗସ୍ତରେ ଉପରାଷ୍ଟ୍ରପତି ଓଡିଶା ଆସିଥିବାବେଳେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ପୋଲିସ ଡିଜି ତାଙ୍କୁ ବିମାନବନ୍ଦରରେ ସ୍ୱାଗତ କରିଛନ୍ତି |

 (The Times of India) Photograph: (The Times of India)

ଭୁବନେଶ୍ୱର: ନିର୍ଦ୍ଧାରିତ ସମୟରେ ଆସି ଭୁବନେଶ୍ୱରରେ ଉପରାଷ୍ଟ୍ରପତି ସି ପି ରାଧାକୃଷ୍ଣନ୍ ପହଂଚିଛନ୍ତି | ଦିନିକିଆ ଗସ୍ତରେ ଉପରାଷ୍ଟ୍ରପତି ଓଡିଶା ଆସିଥିବାବେଳେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ପୋଲିସ ଡିଜି ତାଙ୍କୁ ବିମାନବନ୍ଦରରେ ସ୍ୱାଗତ କରିଛନ୍ତି | ସୂଚନା ଥାଉ କି ଓୟୁଏଟି ଓ ନାଇଜର୍‌ର ଦୀକ୍ଷାନ୍ତ ସମାରୋହରେ ଯୋଗଦେବାକୁ ଉପରାଷ୍ଟ୍ରପତି ସି ପି ରାଧାକୃଷ୍ଣନ୍ ଭୁବନେଶ୍ବର ଆସିଛନ୍ତି | 

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.