vigilance: ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନସ୍ପେକ୍ଟର ମୁକେଶ ମିଶ୍ର

6 hours ago 1
ARTICLE AD BOX

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନିସ୍ପେକ୍ଟର। ପରିବହନ ବିଭାଗ ଟ୍ରାଫିକ ଇନସ୍ପେକ୍ଟର ମୁକେଶ ମିଶ୍ର । ୨୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ। ଗାଡି ଚାଲାଣ ପାସ କରିଦେବାକୁ ନେଉଥିଲେ ଲାଞ୍ଚ। କାର୍ଯ୍ୟାଳୟ ଓ ସୁନ୍ଦରଗଡ଼ ସ୍ଥିତ ବାସଭବନରେ ଚଢ଼ାଉ ।

 (sambad.in) vigilance raid Photograph: (sambad.in)

ସୁନ୍ଦରଗଡ଼:ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନସ୍ପେକ୍ଟର। ପରିବହନ ବିଭାଗ ଟ୍ରାଫିକ ଇନସ୍ପେକ୍ଟର ମୁକେଶ ମିଶ୍ର । ୨୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ। ଗାଡି ଚାଲାଣ ପାସ କରିଦେବାକୁ ନେଉଥିଲେ ଲାଞ୍ଚ। କାର୍ଯ୍ୟାଳୟ ଓ ସୁନ୍ଦରଗଡ଼ ସ୍ଥିତ ବାସ ଭବନରେ ଚଢ଼ାଉ

ବଡ଼ଗାଁ ନିକଟରେ ନେଉଥିଲେ ଲାଞ୍ଚ 

ସୁନ୍ଦରଗଡ଼ ବଡ଼ଗାଁ ନିକଟରେ ନେଉଥିଲେ ଲାଞ୍ଚମାଡ଼ି ବସିଲା ରାଉରକେଲା ଭିଜିଲାନ୍ସର ସ୍ୱତନ୍ତ୍ର ଟିମ। ଏହି ଘଟଣା ଏବେ ସୁନ୍ଦରଗଡ଼ରେ ଚର୍ଚ୍ଚାର ବିଷୟ ହୋଇଛି।

Shravan First Monday: ଶ୍ରାବଣ ପ୍ରଥମ ସୋମବାରରେ ଗୁପ୍ତେଶ୍ୱର ପୀଠରେ ୧୫ ହଜାର କାଉଡ଼ିଆଙ୍କ ସମାଗମ

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.